The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଥମୁନି ଉତ୍ତେଜନା

Facebook
Twitter
LinkedIn

ଭଦ୍ରକ : ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଥମୁନି ଉତ୍ତେଜନା । ବ୍ୟାନର ଟାଙ୍ଗିବାକୁ ନେଇ ଉତ୍ତେଜନା ଦେଖାଦେଇଛି । ମୁଖ୍ୟ ଗେଟ ଆଗରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ପରେ ଗତକାଲିଠାରୁ ଏଯାଏ ଉତ୍ତେଜନା ଲାଗି ରହିଛି । ଆଜି ମଧ୍ୟ ଗୋଟିଏ ଗୋଷ୍ଠୀର ଛାତ୍ର କଲେଜ ଗେଟ ସମ୍ମୁଖରେ ତୀବ୍ର ଉତ୍ତେଜନା ସୃଷ୍ଟି କରିବା ସହିତ ଟାୟାର ଜାଳି ଗେଟରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ କରିଛନ୍ତି । ଏପରିକି ଆଜି କଲେଜ ଅଧ୍ୟକ୍ଷଙ୍କୁ ମଧ୍ୟ ଗେଟ ଭିତରକୁ ଛାଡି ନଥିଲେ । ପୋଲିସ ହସ୍ତକ୍ଷେପ କରି ଅଧ୍ୟକ୍ଷଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତାବ ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login