The Ultimate Managed Hosting Platform
ADVERTISEMENT

ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର

Facebook
Twitter
LinkedIn

ଭବାନୀପାଟଣା : ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ କଳାହାଣ୍ଡି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ଭବାନୀପାଟଣା ଏବଂ ପରେ ଖରିଆରରେ ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ସହିତ ନୂଆପଡା ଗସ୍ତ କରିବେ । ଏହି ଗସ୍ତରେ ନବୀନ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଖରିଆର ଓ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଦୁଇଟି ଜନସଭା କରିବାର କାର୍ୟ୍ୟକ୍ରମ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login