ନୂଆଦିଲ୍ଲୀ : ଭାରତରେ ପହଁଚିଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ । ପରିବାରବର୍ଗଙ୍କ ସହ ଦିଲ୍ଲୀ ବିମାନ ବନ୍ଦରରେ ପହଁଚିଲେ । ବିମାନ ବନ୍ଦରରେ ସ୍ୱାଗତ କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ୪ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଜେଡି ଭାନ୍ସ । ତାଙ୍କୁ ଏୟାରପୋର୍ଟରେ ସ୍ବାଗତ କରିଥିଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ୪ ଦିନିଆ ଭାରତ ଗସ୍ତରେ ଅଛନ୍ତି ଜେଡି ଭାନ୍ସ । ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିବେ । ଫୋକସରେ ରହିବ ଦୁଇ ଦେଶ ମଧ୍ୟରେ ଦ୍ବିପାକ୍ଷିକ ବାଣିଜ୍ୟ ସମ୍ପର୍କ ବୃଦ୍ଧି । ରାଷ୍ଟ୍ରପତି ଟ୍ରମ୍ପଙ୍କ ପାଲଟା ଟାରିଫ ବିବାଦ ଭିତରେ, ମୋଦି-ଭାନ୍ସଙ୍କ ଆଲୋଚନା ଗୁରୁତ୍ବ ବହନ କରୁଛି । ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦି ଉପରାଷ୍ଟ୍ରପତି ଭାନ୍ସଙ୍କ ସହ ଅନ୍ୟ ଆମେରିକୀୟ ଅଧିକାରୀଙ୍କ ପାଇଁ ରାତ୍ରୀ ଭୋଜନର ଆୟୋଜନ କରିଛନ୍ତି । ଜୟପୁରର ଐତିହାସିକ ସ୍ଥଳ ଓ ଆଗ୍ରାର ତାଜମହଲ ପରିଦର୍ଶନର କାର୍ୟ୍ୟକ୍ରମ ରହିଛି । ଆସନ୍ତାକାଲି ଜୟପୁରର ଅମେର ଫର୍ଟ ଓ କେତେକ ପ୍ରସିଦ୍ଧ ପର୍ୟ୍ୟଟନ ସ୍ଥଳୀକୁ ଯିବେ ଭାନ୍ସ। ୨୩ରେ ଆଗ୍ରା ଯାଇ ତାଜମହଲ ଓ ଶିଳ୍ପଗ୍ରାମ ପରିଦର୍ଶନ କରିବେ । ସଂଧ୍ୟାରେ ପୁଣି ଜୟପୁର ଫେରିଯିବେ। ୨୪ରେ ଆମେରିକା ପ୍ରତ୍ୟାବର୍ତ୍ତନ କରିବେ ଜେଡି ଭାନ୍ସ ।
ଭାରତରେ ଆମେରିକା ଉପରାଷ୍ଟ୍ରପତି
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







