The Ultimate Managed Hosting Platform
ADVERTISEMENT

ଭାରତୀୟ ସେନାକୁ ବଡ ସଫଳତା, ୭ ପାକିସ୍ତାନୀ ଅନୁପ୍ରବେଶକାରୀ ନିପାତ

Facebook
Twitter
LinkedIn

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରରେ ଭାରତୀୟ ସେନା ୭ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ନିପାତ କରିଛି । ଏମାନଙ୍କ ମଧ୍ୟରେ ୩ ଜଣ ପାକିସ୍ତାନୀ ସେନାର ଯବାନ ମଧ୍ୟ ଅଛନ୍ତି । ଏହି ଘଟଣା ଫେବୃୟାରୀ ୪ ତାରିଖ ରାତିରେ ପୁଞ୍ଛ ଜିଲ୍ଲାର କୃଷ୍ଣା ଘାଟି ନିକଟରେ ଘଟିଥିଲା । ଏହି ୭ ଜଣ ପାକିସ୍ତାନୀ ଏଲଓସି ନିକଟରେ ଅନୁପ୍ରବେଶ ଉଦ୍ୟମ କରୁଥିବା ବେଳେ ଭାରତୀୟ ସେନାର ଗୁଳିରେ ଟଳିପଡ଼ିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login