The Ultimate Managed Hosting Platform
ADVERTISEMENT

ଭାରତ-ଇଂଲଣ୍ଡ କ୍ରିକେଟ ମ୍ୟାଚର ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମ୍ୟାଚ୍ର ଟିକେଟ କିଣିଛନ୍ତି। ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ କାର୍ୟ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସଂପାଦକ ସଞ୍ଜୟ ବେହେରା, ଅନୁଗୁଳ ବିଧାୟକ ତଥା ଆପେକ୍ସ କାଉନ୍ସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡ଼ିଶା ଅଲିମ୍ପିକ ଆସୋସିଏସନର ସଂପାଦକ ଅଭିଜିତ ପାଲ୍, ପୂର୍ବତନ ବିଧାୟକ ଲଳିଟେନ୍ଦୁ ମହାପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମ୍ୟାଚ୍ର ପ୍ରଥମ ଟିକେଟ କିଣିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login