The Ultimate Managed Hosting Platform
ADVERTISEMENT

ଭାରତ ଓ ଚୀନ ପ୍ରତିରକ୍ଷା ମନ୍ତ୍ରୀଙ୍କ ସାକ୍ଷାତ, ସୀମା ବିବାଦ ନେଇ ହେଲା ଆଲୋଚନା

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରଜନାଥ ସିଂ ଭିଏଣ୍ଟିଆନେରେ ଚୀନ ପ୍ରତିରକ୍ଷା ମନ୍ତ୍ରୀ ଡୋଙ୍ଗ ଜୁନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି । ଦୁଇ ଦେଶ ମଧ୍ୟରେ ସୀମା ବିବାଦ ଏବଂ ସୈନ୍ୟ ପ୍ରତ୍ୟାହାର ନେଇ ଆଲୋଚନା ହୋଇଥିଲା । ଶାନ୍ତି ଓ ସହ ଯୋଗ ପାଇଁ ଭାରତ-ଚୀନ ସମ୍ପର୍କ ବଜାୟ ରଖିବାକୁ ରାଜନାଥ ସିଂ ଆହ୍ୱାନ ଦେଇଛନ୍ତି । ସୀମାରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବା ସହ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଜିତିବା ପରଠୁ ଚୀନର ଭୟ ବଢିବାରେ ଲାଗିଛି । ଚୀନର ସବୁଠାରୁ ବଡ ଭୟ ହେଉଛି ବାଣିଜ୍ୟ । ଜାନୁଆରୀରେ ରାଷ୍ଟ୍ରପତି ପଦ ଗ୍ରହଣ କରିବା ପରେ ଚୀନ ଉପରେ ଲାଗୁ ହୋଇଥିବା ଶୁଳ୍କ ବୃଦ୍ଧି କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login