The Ultimate Managed Hosting Platform
ADVERTISEMENT

ଭାରତ-ପାକିସ୍ତାନ ନୈାସେନାର ସମରାଭ୍ୟାସ

Facebook
Twitter
LinkedIn

ନୂଆଦିଲ୍ଲୀ : ପୁଣି ଥରେ ମୁହାଁମୁହିଁ ହେବେ ଭାରତ ପାକିସ୍ତାନ। ଆରବ ସାଗରରେ ଶକ୍ତି ପ୍ରଦର୍ଶନ କରିବେ ଦୁଇ ଦେଶ। ଆଜିଠୁ ଦୁଇ ନୌସେନାର ସମରାଭ୍ୟାସ। ଆଜି ଏବଂ ଆସନ୍ତାକାଲି ନାଭାଲ ଡ୍ରିଲ। ନିଜ ନିଜର ଜଳ ସୀମାରେ ରାହି ସମରାଭ୍ୟାସ କରିବେ ଦୁଇ ଦେଶର ନୌସେନା ।
ସମରାଭ୍ୟାସ ପୂର୍ବରୁ ନୋଟାମ ଜାରି କରିଛି ପାକିସ୍ତାନ। ପୂର୍ବରୁ ପହଲଗାମ ଆକ୍ରମଣ ପରେ ଶକ୍ତି ପ୍ରଦର୍ଶନ କରିଥିଲେ ଦୁଇ ନୌସେନା । ଆରବ ସାଗରରେ କରିଥିଲେ ସମରାଭ୍ୟାସ। ଏପ୍ରିଲ ୩୦ରୁ ମେ ୩ ତାରିଖ ପର୍ୟ୍ୟନ୍ତ ଆରବ ସାଗରରେ ନାଭାଲ ଡ୍ରିଲ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login