The Ultimate Managed Hosting Platform
ADVERTISEMENT

ଭାରତ-ବାଂଲାଦେଶ ଟକ୍କର, ବୋଲିଂ କରିବ ଭାରତ

Facebook
Twitter
LinkedIn

ପୁଣେ : ପୁଣେରେ ଭାରତ-ବାଂଲାଦେଶ ଟକ୍କର । ଟସ ଜିତି ବାଂଲାଦେଶର ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି । ଚୂଡାନ୍ତ ଭାରତ ଏକାଦଶ ଅପରିବର୍ତ୍ତିତ । ଆଜିର ମ୍ୟାଚ ଜିତିଲେ ଭାରତ କ୍ରମାଗତ ୪ଟି ମ୍ୟାଚରେ ବିଜୟୀ ହେବ । ବିଜୟଧାରା ବଜାୟ ରଖି ରୋହିତ ଶର୍ମାଙ୍କ ନେତୃତୀଧୀନ ଭାରତୀୟ ଦଳ ତାର ସେମିଫାଇନାଲ ଅଭିଜାନ ଆହୁରି ଦୃଢ କରିବା ଲକ୍ଷ୍ୟରେ ରହିଛି । ପୂର୍ବରୁ ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ପାକିସ୍ତାନକୁ ପରାସ୍ତ କରି ଆତ୍ମବିଶ୍ବାସରେ ରହିଛି ରୋହିତ ବାହିନୀ । ବିଶ୍ବକପରେ ଏପର୍ୟ୍ୟନ୍ତ ଦୁଇ ଦେଶ ପରସ୍ପରକୁ ୪ ଥର ଭେଟିଛନ୍ତି । ଭାରତ ୩ଟିରେ ବିଜୟ ହୋଇଥିବା ବେଳେ ବାଂଲାଦେଶ ଥରେ ବିଜୟୀ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login