The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ

Facebook
Twitter
LinkedIn

କଣ୍ଟାମାଳ: ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ଦନ୍ତାପାଲି ଛକ ନିକଟରେ ଘଟିଛି ଦୁର୍ଘଟଣା । ଆଜି ଦିନ ୧୨ଟା ସମୟରେ ଫୁଲବାଣୀରୁ ଟିଟିଲାଗଡ଼ ଅଭିମୁଖେ ଯାଉଥିବା ଏକ ବୋଲେରୋ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡିଵା ସହ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଫଳରେ ବୋଲେରୋରେ ଥିବା ୨ ଜଣ ଗୁରୁତର ହୋଇଥିବାବେଳେ ଗାଡ଼ିରେ ଥିବା ଛୋଟ ଶିଶୁ ଟିଏ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ଦେଖିବାକୁ ମିଳିଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ୧୦୮ ଆମ୍ବୁଲାନ୍ସ ଯୋଗେ ବାଉଁଶୁଣି ମେଡ଼ିକାଲରେ ଭର୍ତ୍ତି କରାଇଛନ୍ତି । ଗାଡ଼ିରେ ଗୋଟିଏ ପରିବାରର ୭ ଜଣ ରହିଥିବାବେଳେ ସେଥିରୁ ଜଣଙ୍କ ସୋନେପୁର ଡାକ୍ତରଖାନାକୁ ନେଉଥିବା ସମୟରେ ମୃତ୍ୟ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login