The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଖାଇକୁ ଖସିଲା ତୀର୍ଥଯାତ୍ରୀ ବସ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରସାମ୍ୟ ହରାଇ ଖାଇକୁ ଖସିଲା ତୀର୍ଥ ଯାତ୍ରୀ ବସ । ଗୁଜୁରାଟର ଡାଙ୍ଗ ଜିଲ୍ଲାରେ ଘଟିଛି ବଡ ଦୁର୍ଘଟଣା । ଏଥିରେ ୫ ଜଣଙ୍କର ଜୀବନ ଯାଇଥିବା ବେଳେ ଅନେକ ଜଣ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନେ ମଧ୍ୟପ୍ରଦେଶ ଜିଲ୍ଲାର ବୋଲି ଜଣାପଡିଛି । ରବିବାର ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଛି। ୪୮ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ବସ୍‌ଟି ମହାରାଷ୍ଟ୍ରର ତ୍ରିମ୍ବକେଶ୍ୱରରୁ ଗୁଜରାଟର ଦ୍ୱାରକା ଅଭିମୁଖେ ଯାଉଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login