The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଫଳ ଦୋକାନକୁ ପଶିଗଲା ଟ୍ରକ

Facebook
Twitter
LinkedIn

ବାଙ୍ଗିରିପୋଷି : ଭାରସାମ୍ୟ ହରାଇ ଫଳ ଦୋକାନକୁ ପଶିଗଲା ଟ୍ରକ । ଦୁର୍ଘଟଣାରେ ଜଣେ ମୃତ, ୪ ଆହତ । ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ବାମ୍ବେଛକ ବଜାରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ସୁସ୍ମିତା ମହାନ୍ତି । ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ୭ରୁ ଅଧିକ ଦୋକାନ ଘରକୁ ଧକ୍କା ଦେଇଥିଲା । ଜଣଙ୍କ ମୃତ୍ୟୁ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ୩ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଫେରାର ହୋଇଯାଇଛି ଡ୍ରାଇଭର । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛନ୍ତି ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login