The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସିଲା କାର

Facebook
Twitter
LinkedIn

ଖୋର୍ଦ୍ଧା : ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ଏକ ଗଛକୁ ଧକ୍କା ଦେଇ ୨୦ ଫୁଟ ତଳକୁ ଖସିଲା କାର । ଫଳରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଯାତ୍ରୀଙ୍କ ମଧ୍ୟରେ ୩ଜଣ ମହିଳା ଅଛନ୍ତି । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଇପାସ୍ ୧୬ ନମ୍ବର ଜାତୀୟ ରାଜପଥ ଖଡ଼ିକାପଲି ଓଭରବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି । ଗାଡିଟି ପୁରୀରୁ ବ୍ରହ୍ମପୁର ଯାଉଥିଲା । ସମସ୍ତ ଯାତ୍ରୀ ଗୋଟିଏ ପରିବାରର ବୋଲି ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login