The Ultimate Managed Hosting Platform
ADVERTISEMENT

ଭାରୋତ୍ତୋଳକ ବିଜୟ ଶତପଥୀଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ପରଲୋକ । ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀ । ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ସୂଚନା । ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡାରେ ରୈାପ୍ୟପଦକ ଜିତିଥିଲେ ବିଜୟ ।ଶ୍ରୀ ଶତପଥୀ ୧୯୭୭-୭୮ ରୁ ଓ ୧୯୮୨-୮୩ ପର୍ୟ୍ୟନ୍ତ ଭାରୋତ୍ତଳନରେ ପାଞ୍ଚ ଥର ଜାତୀୟ ଚାମ୍ପିଅନ ଏବଂ ଭାରତୀୟ ନୌସେନା ଏବଂ ଭାରତୀୟ ରେଳବାଇର ପ୍ରତିନିଧିତ୍ୱ କରିଥିଲେ। ସେ ୧୯୮୧ ମିନି ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ଏବଂ ପରେ ୧୯୮୨ ବ୍ରିସବେନରେ ମୁଖ୍ୟ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିଲେ। ସେ ୧୯୮୧ ଏବଂ ୧୯୮୩ ଏସୀୟ ଭାରୋତ୍ତୋଳନ ଚାମ୍ପିଅନସିପରେ କାଂସ୍ୟ ପଦକ ଜିତିଥିଲେ। ତାଙ୍କ ବିୟୋଗରେ କ୍ରୀଡ଼ାଜଗତରେ ଶୋକର ଛାୟା ଖେଳିଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login