The Ultimate Managed Hosting Platform
ADVERTISEMENT

ଭାଲୁ ପଞ୍ଝାରୁ ବାପାକୁ ବଞ୍ଚାଇଲା ୧୦ ବର୍ଷର ପୁଅ

Facebook
Twitter
LinkedIn

ମାଲକାନଗିରି : ଭାଲୁ ପଞ୍ଝାରୁ ବାପାକୁ ବଞ୍ଚାଇଲା ୧୦ ବର୍ଷର ପୁଅ । ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡ଼ା ଜିଲ୍ଲାରେ ଏଭଳି ସାହସିକତାର ଦୃଶ୍ୟ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଭାଲୁ ସହିତ ଲଢ଼େଇ କରି ବାପାଙ୍କ ଜୀବନ ରକ୍ଷା କରିଛି ୧୦ ବର୍ଷର ନାବାଳକ । ପୁଅର ଏହି ସାହସକୁ ସ୍ଥାନୀୟ ଅଞ୍ଚଳରେ ବେଶ୍ ପ୍ରଶଂସା କରାଯାଇଛି । ଭାଲୁ ଆକ୍ରମଣରେ ଆହତ ହୋଇ ଉଭୟ ବାପା ଏବଂ ପୁଅ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ହାନ୍ଦାୱାଡା ଅଞ୍ଚଳର ବାଞ୍ଜାରାମ ନେତାମ ଓ ତାଙ୍କ ଦଶ ବର୍ଷର ପୁଅ ଦୀପେନ୍ଦ୍ର ଆବୁଝମାଡ ଜଙ୍ଗଲକୁ ବାଉଁଶ କାଟିବାକୁ ଯାଇଥିଲେ । ବାଉଁଶ କାଟିବା ସମୟରେ ଭାଲୁଟି ସେମାନଙ୍କ ସାମ୍ନାକୁ ଆସି ବାଞ୍ଜାରାମଙ୍କୁ ଆକ୍ରମଣ କରିଥିଲା। । ଏହି ସମୟରେ ପୁଅ ଦୀପେନ୍ଦ୍ର ଉପସ୍ଥିତ ବୁଦ୍ଧି ଲଗାଇ ଭାଲୁ ସହିତ ଲଢେଇ କରିଥିଲା । କିଛି ସମୟ ଲଢେଇ ପରେ ପାଖରେ ପଡ଼ିଥିବା ଏକ ଠେଙ୍ଗାରେ ଭାଲୁ ଉପରେ ପ୍ରହାର କରିଥିଲା । ଜୀବନ ବିକଳରେ ଦୁହେଁ ବଡ଼ ପାଟି କରିବା ପରେ ଭାଲୁଟି ଜଙ୍ଗଲ ଭିତରକୁ ଦୌଡି ପଳାଇଥିଲା । ବାପା ପୁଅଙ୍କ ପାଟି ଶୁଣି ଗାଁ ଲୋକେ ଦୁହିଁଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ଦାନ୍ତେୱାଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login