The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଅମିନ

Facebook
Twitter
LinkedIn

କଟକ : ଭିଜିଲାନ୍ସ ଜାଲରେ ଅମିନ । ୬ ହଜାର ଟଙ୍କା ଲାଞ୍ଚ ନେବେ ବେଳେ ଧରାପଡିଲେ ଅମିନ । କୁତ୍ରା ତହସିଲ ଅମିନ ଶିଶିର କୁମାର ନାଏକ ଏକ ପଟ୍ଟାର ନକ୍ସା ପ୍ରସ୍ତୁତ ପାଇଁ ମାଗିଥିଲେ ଲାଞ୍ଚ । କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଭାଇଭାଗ ପାଇଁ ଭିନ୍ନ ପଟ୍ଟା ପ୍ରସ୍ତୁତ ହେବାର ଥିଲା । ଭାଗବଣ୍ଟା ପାଇଁ କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଅମିନ ନକ୍ସା ତିଆରି ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଆଜି ଟଙ୍କା ନେବା ସମୟରେ ମାଡି ବସିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ । ଟ୍ରାପ ପରେ ଅମିନଙ୍କର ଦୁଇଟି ସ୍ଥାନରେ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login