The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭିଜିଲାନ୍ସ ଜାଲରେ ଆଉ ୨ ସରକାରୀ ବାବୁ

Facebook
Twitter
LinkedIn

ଭୁବନେଶ୍ୱର : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ଆଉ ୨ ସରକାରୀ ବାବୁ । ନୟାଗଡ ଜିଲ୍ଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତଙ୍କୁ ଧରିଲା ଭିଜିଲାନ୍ସ । ଲେବର କାର୍ଡ କରାଇବାକୁ ୬ ହଜାର ଲାଞ୍ଚ ନେବାବେଳେ ଧରାପଡିଲେ । ସରକାରୀ ଅର୍ଥ ହେରଫେର ମାମଲାରେ ପୂର୍ବତନ ପିଇଓଙ୍କୁ ଧରିଲା ଭିଜିଲାନ୍ସ । ମୟୂରଭଞ୍ଜ ବିଜାତୋଳା ବ୍ଲକ ଲୁହାଶିଳା ପଞ୍ଚାୟତର ପୂର୍ବତନ ପିଇଓ ପୁଷ୍ପିତା ମହାକୁଡ । ବାର୍ଦ୍ଧକ୍ୟ ଭତ୍ତା ବାବଦରେ ପ୍ରାୟ ୬ ଲକ୍ଷ ହେରଫେର ମାମଲାରେ ଧରାପଡିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login