The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭିଜିଲାନ୍ସ ଜାଲରେ ଏଏସଆଇ

Facebook
Twitter
LinkedIn

ବୈାଦ୍ଧ: ଭିଜିଲାନ୍ସ ଜାଲରେ ପୁଲିସ ଅଧିକାରୀ । ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା କିଆପଟା ଥାନା ଏଏସଆଇ । ୮ ହଜାର ଲାଞ୍ଚ ନେବା ବେଳେ ଏଏସଆଇ ନବୀନ ଶତପଥୀ ଧରା ପଡିଲେ । ବୈାଦ୍ଧ ବସ ଷ୍ଟାଣ୍ଡ ନିକଟରେ ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ପାରିବାରିକ କଳହ ମାମଲାର ରଫାଦଫା ପାଇଁ ଲାଞ୍ଚ ନେଉଥିଲେ । ବେଲାଦୁଲା ଗାଁର ପଞ୍ଚାନନ ମେହେରଙ୍କ ଠାରୁ କେସ୍ କ୍ଲୋଜ୍ ପାଇଁ ଟଙ୍କା ଲାଞ୍ଚ ମାଗିଥିଲେ। ପୂର୍ବରୁ ନବୀନ କୁମାର ୨ ହଜାର ଟଙ୍କା ନେଇଥିଲେ। ପୁଣି ୧୫ ହଜାର ଟଙ୍କା ମାଗିଥିଲେ। ଆଜି ପଞ୍ଚାନନ ୮ ହଜାର ଟଙ୍କା ଦେଉଥିବାବେଳେ ବୌଦ୍ଧ ବସଷ୍ଟାଣ୍ଡରୁ ଧରିଲା ବୌଦ୍ଧ ଭିଜିଲାନ୍ସ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login