The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଏଏସଆଇ

Facebook
Twitter
LinkedIn

ସୋର :ଭିଜିଲାନ୍ସ ଜାଲରେ ପୋଲିସ ବାବୁ । ଭିଜିଲାନ୍ସ ଜାଲରେ ଅନନ୍ତପୁର ଫାଣ୍ଡି ଏଏସଆଇ । ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରକାପଡିଲେ ଏଏସଆଇ ହୃଷିକେଶ ବିଶ୍ୱାଳ । ଦୁର୍ଘଟଣା ଘଟାଇଥିବା ବାଇକ ରିଲିଜ କରିବାକୁ ଲାଞ୍ଚ ନେଲେ । ଆଉ ଏବେ ଭିଜିଲାନ୍ସ ଜାଲରେ ଧରାପଡିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login