The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଏମଭିଆଇ

Facebook
Twitter
LinkedIn

ନୟାଗଡ: ନୟାଗଡ ଏମଭିଆଇ ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ । ପଞ୍ଚାନନଙ୍କ ନୟାଗଡ ସ୍ଥିତ ଭଡା ଘରେ ଚାଲିଛି ଚଢାଉ । ନୟାଗଡ ସହରର ଶ୍ରୀବିହାର ବାସଭବନରେ ଚଢ଼ାଉ ଜାରି ରହିଛି । ନୟାଗଡ଼ ଅଫିସ ଓ ଭଡା ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ହୋଇଛି । ଭୁବନେଶ୍ବର ଶୈଳଶ୍ରୀବିହାରରେ ଦୁଇ ମହଲା କୋଠା, ପାଣ୍ଡରାରେ ଏକ ମହଲା କୋଠା ଠାବ ହୋଇଛି । ସେହିପରି ସାଲେପୁର ବାଲିଆପଦା ସ୍ଥିତ ପୈତୃକ ବାସଭବନ ସାଙ୍ଗକୁ ସମ୍ପର୍କୀୟ ଘରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ । ଖାନତଲାସିରେ ୬ ଡି,ସପି, ୩ ଇନ୍ସପେକ୍ଟର ଓ ୮ ଏଏସଆଇଙ୍କ ସହ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login