ମାଲକାନଗିରି : ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର ଜେଇ । ଜଳସମ୍ପଦ ବିବାଗର ଜେଇ ସଞ୍ଜୟ ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ । ମାଲକାନଗିରି ସ୍ଥିତ ଅଫିସ ଓ ସରକାରୀ ବାସଭବନରେ ରେଡ । ଏହାସହ ଜଳେଶ୍ବରରେ ଥିବା ଘର ଓ ଭୁବନେଶ୍ବରରେ ଥିବା ଏକ ଫ୍ଲାଟ୍ ଓ ପୋଖରୀପୁଟରେ ଥିବା ଶ୍ବଶୁର ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ମାଲକାନଗିରି ଭଡ଼ା ଘରୁ ଏ ପର୍ୟ୍ୟନ୍ତ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିଥିବା ସୂଚନା ମିଳିଛି।
Views: 101











