The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଡିଇଓ

Facebook
Twitter
LinkedIn

ବେଗୁନିଆ : ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପାରେଟର । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲର ଡାଟା ଏଣ୍ଟ୍ରି ଅପାରେଟର ସ୍ମୃତି ଜୟସିଂହଙ୍କୁ ଧରିଛି ଭିଜିଲାନ୍ସ । ୮ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡିଲେ। ଜମିରେ କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login