କେନ୍ଦ୍ରାପଡା : ଭିଜିଲାନ୍ସ ଜାଲରେ ମହାକାଳପଡା ତହସିଲଦାର । ମହାକାଳପଡା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଧରିଲା ଭିଜିଲାନ୍ସ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ । ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ଲାଞ୍ଚ ନେଉଥିଲେ । ତହସିଲଦାରଙ୍କ ଘର ସମେତ ୪ଟି ସ୍ଥାନରେ ଚାଲିଛି ରେଡ ।
Views: 43