କାଳାହାଣ୍ଡି : ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ । ୫ଟି କାମରେ ବିଲ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟରେ ହେଆଇଥିବା ୫ଟି କାମରେ ବିଲ କରିଦେବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ପ୍ରଧାନ ଶିକ୍ଷକ ଦ୍ରୋଣ ତାଣ୍ଡି । ଭିଜିଲାନ୍ସ ପକ୍ଷରୁ ଏକକାଳୀନ ସ୍କୁଲ ଅଫିସ ଓ ତାଙ୍କ ଘରେ ଚଢାଉ କରିଛନ୍ତି ।
Views: 119