The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜର

Facebook
Twitter
LinkedIn

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜର । ଭିଜିଲାନ୍ସ ଜାଲରେ ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ପଟ୍ଟନାୟକ । ରେଞ୍ଜରଙ୍କ ଦିଗପହଣ୍ଡି ସ୍ଥିତ ଅଫିସ ଓ କ୍ୱାଟର୍ସରେ ଚଢାଉ ଜାରି । କାଲି ରାତିରେ ରେଞ୍ଜରଙ୍କ ଗାଡିରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିଲା । ଜବତ ଟଙ୍କାର ସନ୍ତୋଷ ଜନକ ଉତ୍ତର ନ ମିଳିବାରୁ ଚାଲିଛି ଚଢାଉ । ରେଞ୍ଜରଙ୍କ ଏକକାଳୀନ ୩ଟି ଜାଗାରେ ଚଢାଉ ଚାଲିଥିବା ସୂଚନା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜରଙ୍କ ଘର ଓ ଅଫିସରେ ରେଡ୍‌। ରାତି ଅଧରୁ ଭିଜିଲାନ୍ସର ୬ ଜଣିଆ ଟିମ୍‌ ଚଢାଉ ଜାରି ରଖିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login