The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ

Facebook
Twitter
LinkedIn

ବାରିପଦା : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । ଭିଜିଲାନ୍ସ ଜାଲରେ ବାରିପଦା ଉପଜ଼ିଲ୍ଲାପାଳ ଅଫିସରେ କାର୍ୟ୍ୟରତ ବରିଷ୍ଠ କିରାଣୀ । ଆଜି ସକାଳେ ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଭିଜିଲାନ୍ସ ପକ୍ଷରୁ ବାରିପଦା ଉପଜ଼ିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଅବସ୍ଥାପିତ ବରିଷ୍ଠ କିରାଣୀ ରାମଚନ୍ଦ୍ର ସେନଙ୍କ କୁଳିଅଣା ବ୍ଲକ ପଢିଆରୀପୁର ସ୍ଥିତ ବାସଭବନ, ରଘୁନାଥଗଞ୍ଜ ସ୍ଥିତ ଶ୍ରୀରାମ ଭବନ, ଉପଜ଼ିଲ୍ଲାପାଳ କାର୍ୟ୍ୟାଳୟ, ତାଙ୍କ ଶ୍ୱଶୁର ଘର ଏବଂ ଶାମାଖୁଣ୍ଟା ବ୍ଲକ ଅଧୀନ ଖଣ୍ଡିଆସ୍ଥିତ ବାସଭବନ ଓ ସମଖୁଣ୍ଟା ତହସିଲଦାରଙ୍କ କାର୍ୟ୍ୟାଳୟରେ ତାଙ୍କ ପୁଅଙ୍କ ଅଫିସ୍ ରୁମରେ ଏକକାଳୀନ ଚଢ଼ଉ କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login