The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଆରଆଇ , ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ୮ଟି ସ୍ଥାନରେ ଚଢାଉ

Facebook
Twitter
LinkedIn

କୋରାପୁଟ : ଭିଜିଲାନ୍ସ ଜାଲରେ ଆରଆଇ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଳି ସର୍କଲର ଆସିଷ୍ଟାଣ୍ଟ ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍। ବୋରିଗୁମ୍ମାରେ ଥିବା ଏକ ବିଲ୍ଡିଂ ସହ ସରକାରୀ ଅଫିସ ଚାମ୍ବରରେ ଚଢ଼ାଉ ହୋଇଛି । ବୋରିଗୁମ୍ମାରେ ଆବାସିକ ଦୁଇ ମହଲା ଘରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଝିଅଙ୍କ ଭଡା ଘର, ରଣସପୁରରେ ଥିବା ପୈତୃକ ଘର, ସମ୍ପର୍କୀୟଙ୍କ ଘର ଓ ଦୁଇ ମହଲା ମାର୍କେଟ କମ୍ପ୍ଲେକ୍ସରେ ଚଢ଼ାଉ ଜାରି ରହିଛି । ଚଢ଼ାଉରେ ୩ ଜଣ ଡିଏସପି, ୭ଜଣ ଇନ୍ସପେକ୍ଟର, ୫ଜଣ ଏଏସଆଇ ଓ ଭିଜିଲାନ୍ସ ଟିମ୍ ସାମିଲ ହୋଇଛନ୍ତି । ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login