The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ମହିଳା କିରାଣୀ

Facebook
Twitter
LinkedIn

ଦେବଗଡ : ଭିଜିଲାନ୍ସ ଜାଲରେ ମହିଳା କିରାଣୀ । ଦେବଗଡ ମହାବିଦ୍ୟାଳୟର ମହିଳା କିରାଣୀ ମଞ୍ଜୁଳା ପ୍ରଧାନ ଏବେ ଭିଜିଲାନ୍ସ ପଞ୍ଝାରେ । ଜଣେ ପୂର୍ବତନ ଛାତ୍ରଙ୍କୁ ଯୁକ୍ତ ଦୁଇ ବୋର୍ଡ ସାର୍ଟିଫିକେଟ ନକଲ ପ୍ରଦାନ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ । ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ ହୋଇଛି । ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି । ମଞ୍ଜୁଳାଙ୍କ କାର୍ୟ୍ୟଳୟ ଓ ବାସଭବନରେ ଭିଜିଲାନ୍ସ ଟିମ ଯାଞ୍ଚ କରୁଛି । ଭିଜିଲାନ୍ସ ଡିଏସପି ଯୋଗେଶ ପଟେଲଙ୍କ ନେତୃତ୍ୱରେ ଚଢ଼ାଉ ଚାଲିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login