The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଭୁବନେଶ୍ବର R&B ଡିଭିଜନ-୩ର ଆସିଷ୍ଟାଣ୍ଟ ଇଞ୍ଜିନିୟର ରାଜକିଶୋର ଜେନାଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରୁଛି ଭିଜିଲାନ୍ସ । ଭୁବନେଶ୍ବର ଓ ନୟାଗଡର ୧୦ଟି ସ୍ଥାନରେ ଚାଲିଛି ରେଡ୍ । ଭୁବନେଶ୍ବର ନୀଳାଦ୍ରିବିହାରରେ ଥିବା ୩ ମହଲା କୋଠାରେ ରେଡ୍ ଚାଲିଛି । ଚଢ଼ାଉରେ ୭ଜଣ ଡିଏସପି, ୫ଜଣ ଇନସ୍ପେକ୍ଟର, ଜଣେ ଏସଆଇ, ୧୧ ଏଏସଆଇ ସାମିଲ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login