The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ସିଏଚସି ସ୍ୱାସ୍ଥ୍ୟକର୍ମୀ

Facebook
Twitter
LinkedIn

ରାୟଗଡା : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସ୍ୱାସ୍ଥ୍ୟକର୍ମୀ । ରାୟଗଡ଼ା ମୁନିଗୁଡା ସିଏଚସି ସ୍ୱାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତଙ୍କୁ ଧରିଛି ଭିଜିଲାନ୍ସ। ଜନ୍ମ ପ୍ରମାଣପତ୍ର ଦେବାକୁ ଜଣେ ଗରିବ ଚାଷୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ ହୋଇଛନ୍ତି କୁଞ୍ଜବିହାରୀ । ସ।ର୍ଟିଫିକେଟ ଦେବା ପାଇଁ ସେ ୬ ହଜାର ଟଙ୍କା ମାଗିଥିଲେ । ପୂର୍ବରୁ ୩ ହଜାର ଟଙ୍କା ନେଇଥିଲେ। ଆଜି ଆଉ ୩ ହଜାର ଟଙ୍କା ନେବାବେଳେ ମାଡ଼ି ବସିଥିଲା ଭିଜିଲାନ୍ସ । ପୂର୍ବରୁ ଏ ନେଇ ଚାଷୀ ଜଣଙ୍କ ଭିଜିଲାନ୍ସକୁ ସୂଚନା ଦେଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login