The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ସିଏସଓ, ଏକକାଳୀନ ୧୧ଟି ସ୍ଥାନରେ ରେଡ

Facebook
Twitter
LinkedIn

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ । ଖାଦ୍ୟ ଯୋଗାଣ ଅଧିକାରୀ (ସିଏସଓ) ସୁରେଶ ପାଣିଗ୍ରାହୀଙ୍କ ଘରେ ରେଡ । ଭଡାଘର ଓ କାର୍ଯ୍ୟାଳୟ ସମେତ ୧୧ଟି ସ୍ଥାନରେ ଚାଲିଛି ରେଡ । ଭୁବନେଶ୍ୱର ସମ୍ବଲପୁର , ବଲାଙ୍ଗୀର, ବରଗଡ, ସୁବର୍ଣ୍ଣପୁରରେ ଚାଲିଛି ରେଡ । ବିଳମ୍ବିତ ରାତିରୁ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଭିଜିଲାନ୍ସ ବିଭାଗର ଅଧିକାରୀ ମାନେ ଉଭୟ ସ୍ଥାନରେ ତନାଘନା ଜାରି ରଖିଥିବା ସୀଚନା ମିଳିଛି । ତେବେ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତି ଜବତ ହୋଇଛି ସେ ନେଇ ସଠିକ ସୂଚନା ମିଳିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login