The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ୨ କିରାଣି

Facebook
Twitter
LinkedIn

ଜଳେଶ୍ୱର : ଭିଜିଲାନ୍ସ ଜାଲରେ କିରାଣି । ଭିଜିଲାନ୍ସ ଜାଲରେ ଜଳେଶ୍ୱର ମ୍ୟୁନିସପାଲିଟିର ୨ କିରାଣି । କିରାଣି ବ୍ରଜଗୋପାଳ ଘୋଷ , ଜୁନିଅର କିରାଣି ରତିକାନ୍ତ ପାତ୍ର ଧରାପଡିଲେ । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ । ବିଲ ପାସ କରାଇଦେବା ପାଇଁ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login