The Ultimate Managed Hosting Platform
ADVERTISEMENT

ଭିଣୋଇର ଟାଙ୍ଗିଆ ଚୋଟରେ ଶାଳିର ଜୀବନ ଗଲା

Facebook
Twitter
LinkedIn

ଭଞ୍ଜନଗର : ଶାଳିକୁ ଟାଙ୍ଗିଆରେ ହାଣି ଜୀବନ ନେଇଗଲେ ଭିଣୋଇ । ଜଗନ୍ନାଥପ୍ରସାଦ ଥାନା ଚଢିଆପଲ୍ଲୀରେ ଘଟିଛି ଜଘନ୍ୟକାଣ୍ଡ । ଜମିଜମା ବିବାଦରୁ ହତ୍ୟା କରିଥିବା ସୂଚନା ରହିଛି । ଅଭିଯୁ୍କ୍ତ ଫେରାର ଥିବାବେଳେ ପୋଲିସର ତଦନ୍ତ ଆରମ୍ଭ କରିଛନ୍ତି ।ଖବର ଅନୁଯାୟୀ, ଚଢ଼େୟା ପଲ୍ଲୀ ଗ୍ରାମର ବିଜୟଲକ୍ଷ୍ମୀ ତ୍ରିପାଠୀ ଘରେ ଥିଲେ । ଏହି ସମୟରେ ଭିଣୋଇ ହଠାତ୍ ଘର ଭିତରକୁ ପ୍ରବେଶ କରି ବିଜୟଲକ୍ଷ୍ମୀଙ୍କୁ ଆକ୍ରମଣ କରିଥିଲେ । ଯେଉଁଥିରେ ଅତି ବିଭତ୍ସ ଭାବେ ଶାଳୀକୁ ହତ୍ୟା କରିଛି ଭିଣୋଇ । ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡର ସଠିକ କାରଣ ଜଣାପଡିନଥିବା ବେଳେ ଜମିଜମା ବିବାଦରୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ମେଡିକାଲକୁ ପଠାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login