The Ultimate Managed Hosting Platform
ADVERTISEMENT

ଭିଭିପାଟ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ

Facebook
Twitter
LinkedIn

ଭୁବନେଶ୍ୱର : ଭିଭିପାଟକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ । ଭିଭିପାଟ ଯାଞ୍ଚ ନେଇ ସମସ୍ତ ଆବେଦନ ଖାରଜ । ବାଲାଟ ପେପର ମତଦାନ ଆବେଦନ ମଧ୍ୟ ଖାରଜ । ଏହାସହ ଇଭିଏମରେ ସବୁସ୍ଥାନରେ ଭୋଟିଙ୍ଗ କରିବାକୁ କ୍ଲିନଚିଟ ଦେଇଛନ୍ତି ସୁପ୍ରମିକୋର୍ଟ । ଇଭିଏମ୍ ଜରିଆରେ ଦିଆଯାଇଥିବା ଭୋଟ୍ ସହ ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରୋଲ୍ (ଭିଭିପ୍ୟାଟ) ସ୍ଲିପ୍ ନେଇ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଶୁଣାଇଛନ୍ତି। ଅନେକ ଦିନ ଧରି ଭିଭିପିଏଟି ମାମଲାର ଶୁଣାଣି କରିବା ପରେ ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଭିଭିପିଏଟି ସ୍ଲିପ୍ ସହ ଇଭିଏମ୍ ଜରିଆରେ ଦିଆଯାଇଥିବା ଭୋଟକୁ ଶତପ୍ରତିଶତ ଟାଲି କରିବା ପାଇଁ ହୋଇଥିବା ସମସ୍ତ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login