The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ଅସମ୍ଭାଳ ତାତି

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ତାତିଲା ଭୁବନେଶ୍ୱର। ସକାଳୁ ରାଜଧାନୀରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି। ସକାଳ ସାଢେ ୮ ସୁଦ୍ଧା ତାପମାତ୍ରା ୩୧ଂ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୮୫% ଆଦ୍ରତା ଯୋଗୁ ଅସହ୍ୟ ଗୁଳୁଗୁଳି ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। କିଛି ଜିଲ୍ଲାରେ ତାପମାତ୍ରା ବଢିବା ନେଇ କହିଛନ୍ତି ଏସଆରସି । ଜରୁରୀ ନ ଥିଲେ ମଧ୍ୟାହ୍ନରେ ଘରୁ ନ ବାହାରିବାରୁ ପରାମର୍ଶ । କିଛି ଦିନର ଆଶ୍ୱସ୍ତି ପରେ ପୁଣି ଥରେ ଅସହ୍ୟ ଗରମ କଲବଲ କରିପକାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଶ୍ରୀମନ୍ଦିର ଭିତରେ ବିଦେଶିନୀ

ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର : ପୁଣି ଧରାହେଲା ହିଡେନ କ୍ୟାମେରା

ପୁରୀ : ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର । ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଲା ହିଡେନ କ୍ୟାମେରା...

ADVERTISEMENT
ଗହଣା ଦୋକାନରୁ ଲୁଟ

ଗହଣା ଦୋକାନରୁ ଲୁଟ

ଜଳେଶ୍ୱର : ବିଳମ୍ବିତ ରାତିରେ ସଟର ତାଡି ଗହଣା ଦୋକାନରୁ ଲୁଟ । କମର୍ଦ୍ଦା ଥାନା ବେଲଦା ହାଟପଦା ନିକଟ ଗହଣା ଦୋକାନରୁ ଲୁଟ । କେତେ...

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

Login