The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ଝିପିଝିପି ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର: ରାଜଧାନୀରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା । ଝିପିଝିପି ବର୍ଷା ପାଇଁ ଯାତାୟାତରେ ଅସୁବିଧା । ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଘଡଘଡି ବିଜୁଳି ସହ ବଜ୍ରପାତ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏହାସହ ଦେବଗଡ, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login