The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ଡିସିପି ଭାବେ ଦାୟିତ୍ୱ ନେଲେ ଜଗମୋହନ ମୀନା

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ବରର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା । ପିନାକ ମିଶ୍ରଙ୍କଠାରୁ ଦାୟିତ୍ବ ନେଲେ ମୀନା । ତେବେ ଦାୟିତ୍ୱ ନେବା ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜଗମୋହନ ମୀନା କହିଛନ୍ତି ଯେ, ଅପରାଧ ତଦନ୍ତ ଏବଂ ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ଗୁରୁତ୍ୱ ଦିଆଯିବ । ସାଧାରଣ ଲୋକଙ୍କ ପ୍ରତି ଯତ୍ନବାନ ହେବୁ । ଚାରିଆଡେ ସିସିଟିଭି ସର୍ଭେଲାନ୍ସ ବଢାଯିବ । ସାଇବର ସୁରକ୍ଷା ଓ ବୟସ୍କଙ୍କ ସୁରକ୍ଷା ଉପରେ ରହିବ ଗୁରୁତ୍ବ । ଆଗକୁ ସାଇବର ଥାନାକୁ ମଧ୍ୟ ସୁଦୃଢ କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login