ଭୁବନେଶ୍ୱର : ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦ । ମୋଦିଙ୍କୁ ସ୍ବାଗତ କରିବା ଲାଗି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଥିଲେ । ଏଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଧାସଳଖ ଜନତା ମଇଦାନକୁ ଯାଇଛନ୍ତି । ସେଠାରେ ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କନକ୍ଲେଭରେ ଦେଶ ବିଦେଶର ଜଣାଶୁଣା ଇଣ୍ଡଷ୍ଟ୍ରି ଟାଇକୁନ ଯୋଗ ଦେବେ । ଦୁଇଦିନିଆ କନକ୍ଲେଭରେ ବିଭିନ୍ନ ସେସନରେ ଅଲଗା ଅଲଗା ଶିଳ୍ପ କ୍ଷେତ୍ର ପାଇଁ ହେବ ଆଲୋଚନା । ଓଡ଼ିଶାରୁ କେତେ ଆସିବ ପୁଞ୍ଜି, କେତେ ପ୍ରତିଷ୍ଠା ହେବ ଶିଳ୍ପ ତାଉପରେ ଫୋକସ ରହିଛି । ଓଡିଶାର ପ୍ରତି ଜିଲାକୁ କିପରି ଶିଳ୍ପରେ ଆଗକୁ ନିଆଯିବ ତାହା ପ୍ରାଥମିକତା ରହିଛି । ଓଡ଼ିଶାରୁ ଶିଳ୍ପ ବିପ୍ଲବ ଆରମ୍ଭ ହେବ ବୋଲି ସେ କହିଛନ୍ତି । ପ୍ରତିଦିନ ୪ଟି ସେସନ ସହ ୧୬ଟି ରିଜିଓନାଲ ସେସନ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିସନରେଟ ପୋଲିସ ।
ଭୁବନେଶ୍ୱରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି, ମେକ ଇନ୍ ଓଡିଶା କନକ୍ଲେଭ ୨୦୨୫ର କଲେ ଉଦଘାଟନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...