The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

Facebook
Twitter
LinkedIn

ଭୁବନେଶ୍ୱର : ମାଲବାହୀ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ । ଭୁବନେଶ୍ୱର ରେଳ ଷ୍ଟେସନ ଅତିକ୍ରମ ପରେ ଲାଇନଚ୍ୟୁତ । କୈାଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା । କଟକ ଅଭିମୁଖେ ଯାଉଥିବା ବେଳେ ଲାଇନଚ୍ୟୁତ । ଟ୍ରେନ ଚଳାଚଳ ବିଶେଷ ପ୍ରଭାବିତ ହୋଇନାହିଁ । ଖୁବଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରାଯିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳ ୮ଟା ୩୦ରେ ଏହି ଘଟଣା ଘଟିଛି । ଏକ ମାଲବାହୀ ଟ୍ରେନଟି ଡାଉନ ଲାଇନ ଦେଇ କଟକ ଅଭିମୁଖେ ଯାଉଥିଲା । ବାଣୀବିହାର ଓ ମାଷ୍ଟରକ୍ୟାଣ୍ଟିନ ଷ୍ଟେସନ ମଝିରେ ଲାଇନଚ୍ୟୁତ ହୋଇଥିଲା । େ ଫଳରେ ସେହି ରୁଟରେ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login