The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭୁବନେଶ୍ୱରରେ ହାପ ଡେ’ ଅଫିସ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରରେ ହାପ ଡେ’ ଅଫିସ । ଆଜି ଦ୍ୱିତୀୟାର୍ଦ୍ଧରେ ବନ୍ଦ ରହିବ ଅଫିସ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି । ଅତ୍ୟଧିକ ଭିଡ ଓ ଟ୍ରାଫିକ ଆଶଙ୍କାରେ ବନ୍ଦ ନିଷ୍ପତ୍ତି । ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ୟ୍ୟାଳୟ ବନ୍ଦ ରହିବ । ରାଜସ୍ବ ଓ ମାଜିଷ୍ଟେରିଆଲ କୋର୍ଟ ମଧ୍ୟ ଛୁଟି ରହିବ ବୋଲି ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନତା ମଇଦାନରେ ଆୟୋଜିତ ମେଗା ସୋ’ରେ ଓଡ଼ିଶାକୁ ମୋଦି ଭେଟିଦେବେ ୧୯ ହଜାର କୋଟିର ପ୍ରକଳ୍ପ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି

ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି

ଭୁବନେଶ୍ୱର : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ...

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ

ଅନଲାଇନରେ ମହାପ୍ରସାଦ ବିକ୍ରି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଅଗ୍ରାହ୍ୟ

ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ।...

ADVERTISEMENT
ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା , କହିଲେ ଅବହେଳା ଅକ୍ଷମଣୀୟ

“ଆତ୍ମହତ୍ୟା” କଥା ଶୁଣି ତାଗିଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : "ଆତ୍ମହତ୍ୟା" କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ । ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ତାଗିଦ...

Login