The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ହେବ ଆଉ ୩ଟି ଅଗ୍ନିଶମ ସେବା କେନ୍ଦ୍ର

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ ଆଉ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ । ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login