The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି ପ୍ରଧାନମନ୍ତ୍ରୀ ମୋଦିଙ୍କୁ । ବିମାନ ବନ୍ଦରରୁ ସିଧା ଯିବେ ଜନତା ମୈଦାନ । କଳିଙ୍ଗ ଷ୍ଟାଡ଼ିଅମରୁ ଜନତା ମୈଦାନ ହେବ ରୋଡ଼ ଶୋ । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଭୁବନେଶ୍ୱରରେ ଅସମ୍ଭବ ଭିଡ଼ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login