The Ultimate Managed Hosting Platform
ADVERTISEMENT

ଭୁଶୁଡିଲା ୩ ମହଲା କୋଠା , ୪ ଜଣଙ୍କର ଚାଲିଗଲା ପ୍ରାଣ

Facebook
Twitter
LinkedIn

ନୋଏଡା : ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ତିନି ମହଲା ବିଶିଷ୍ଟ ଏକ କୋଠାର ସେଟରିଂ ହଟାଇବା ସମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପୋଲିସ ଏବଂ ଏନଡିଆରଏଫ ଟିମ୍ ସହାୟତାରେ ସାତ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ତିନି ମହଲା କୋଠାର ସେଟରିଂ ହଟାଇବା ସମୟରେ ଚାରି ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଖବର ମୁତାବକ, ରାବୁପୁରା ଥାନା ଅଞ୍ଚଳ ଅନ୍ତର୍ଗତ ନାଗଲା ହୁକୁମ ସିଂହ ଗାଁରେ ଏହି ଘଟଣା ଘଟିଛି । ଗ୍ରେଟର ନୋଏଡାରେ ଏକ ତିନି ମହଲା ବିଶିଷ୍ଟ ଏକ କୋଠାର ସେଟରିଂ ହଟାଇବା ସମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପୋଲିସ ଏବଂ ଏନଡିଆରଏଫ ଟିମ୍ ସହାୟତାରେ ସାତ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଦୁର୍ଘଟଣା ପରେ, ଜେୱାର ବିଧାୟକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି । ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login