The Ultimate Managed Hosting Platform
ADVERTISEMENT

ଭୁଶୁଡୁଛି ଲାଲଗଡ, ଆତ୍ମସମର୍ପଣ କଲେ ୨୯ ମାଓବାଦୀ

Facebook
Twitter
LinkedIn

ମାଲକାନଗିରି : ଭାଙ୍ଗୁଛି ମାଓଗଡ । ଆତ୍ମସମର୍ପଣ କଲେ ୨୯ ଜଣ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ଏସପି ଙ୍କ ନିକଟରେ ୨୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । କୁତୁଲ ଏରିଆ କମ୍ମିଟି ମାଓ ସଙ୍ଗଠନର ଏମାନେ ସମସ୍ତେ ସକ୍ରିୟ ସଦସ୍ୟ ଥିଲେ । ଏମାନଙ୍କ ମଧ୍ୟରୁ ୨୦ ଜଣ ପୁରୁଷ ଏବଂ ୭ ଜଣ ମହିଳା ମାଓବାଦୀ ଥିଲେ । ପୋଲିସ ତରଫରୁ ସମସ୍ତଙ୍କୁ ୨୫ ହଜାର ଟଂକା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବା ସହ ଆଗାମୀ ଦିନରେ ଥଇଥାନ କରାଯିବ ବୋଲି ପୋଲିସ କହିଛି । ଦୀର୍ଘ ବର୍ଷ ଧରି ମାଓ ସଙ୍ଗଠନ ରେ ରହି ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରିବା ଏବଂ ନିରୀହ ଲୋକଙ୍କୁ ହତ୍ୟା କରିବା ଘଟଣାରେ ଏମାନେ ସଂପୃକ୍ତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login