The Ultimate Managed Hosting Platform
ADVERTISEMENT

ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୨

Facebook
Twitter
LinkedIn

ନୂଆଦିଲ୍ଲୀ : ଥରିଲା ଆଫଗାନିସ୍ତାନ । ଗୁରୁବାର ଏଠାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ମପାଯାଇଛି । ଏଥିରେ କେହି ମୃତାହତ ହୋଇନାହାନ୍ତି । ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁସାରେ, ଗୁରୁବାର ସକାଳେ ଆଫଗାନିସ୍ତାନରେ ରିକ୍ଟର ସ୍କେଲରେ ୪.୨ ତୀବ୍ରତାର ଭୂମିକମ୍ପ ଆସିଥିଲା । ହଠାତ୍ ଭୂମି ଦୋହଲିବା ଦେଖି ଲୋକମାନେ ଭୟଭୀତ ହୋଇପଡ଼ିଥିଲେ । ଭୂମିକମ୍ପର କେନ୍ଦ୍ରସ୍ଥଳ ୧୮୦ କିଲୋମିଟର ଗଭୀରରେ ଥିଲା । ପ୍ରାୟତଃ ଏଠାରେ ଭୂମିକମ୍ପ ଆସିଥାଏ । ମଙ୍ଗଳବାର ମଧ୍ୟ ଭୂମିକମ୍ପର ଝଟକା ଅନୁଭବ କରାଯାଇଥିଲା । ଆଫଗାନିସ୍ତାନର ପଡ଼ୋଶୀ ଦେଶ ତାଜାକିସ୍ତାନରେ ୪.୧ ତୀବ୍ରତାର ଭୂମିକମ୍ପ ଆସିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login