The Ultimate Managed Hosting Platform
ADVERTISEMENT

ଭୂକମ୍ପ ଝଟକାରେ ଥରିଲା ପାକିସ୍ତାନ

Facebook
Twitter
LinkedIn

ନୂଆଦିଲ୍ଲୀ : ପାକିସ୍ତାନରେ ୪.୦୬ ତୀବ୍ରତା ଭୂକମ୍ପ ଅନୁଭୂତ। ଭୂକମ୍ପର ଗଭୀରତା ୧୦ କିଲୋମିଟର ଥିବା ଜଣାପଡ଼ିଛି । ଭୂକମ୍ପ ଝଟକାରେ କୌଣସି ପ୍ରକାର କ୍ଷୟକ୍ଷତି ହୋଇ ନଥିବା ଜଣାପଡ଼ିଛି। କିନ୍ତୁ ଭୂମିକମ୍ପ ପରେ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି।
ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜିର ସୂଚନା ଅନୁସାରେ ଶୁକ୍ରବାର-ଶନିବାର ବିଳମ୍ବିତ ରାତିରେ ପାକିସ୍ତାନରେ ଭୂକମ୍ପ ହୋଇଥିଲା । ଧୀର ଭୂକମ୍ପ ଗଭୀର ଭୂକମ୍ପ ତୂଳନାରେ ଅଧିକ କ୍ଷତି କରିଥାଏ । ୧୦ କିଲୋମିଟର ଗଭୀରତା ଭୂକମ୍ପ ଅଧିକ ପ୍ରଭାବିତ ହୋଇଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login