ହାଇଦ୍ରାବାଦ: ଭୋଟ ଦେଲେ ଅଭିନେତା ଅଲ୍ଲୁ ଅର୍ଜୁନ । ଅଭିନେତା ଅଲୁ ଅର୍ଜୁନ ସୋମବାର ସକାଳେ ତେଲେଙ୍ଗାନାର ଜୁବୁଲି ପାହାଡରେ ଥିବା ଏକ ମତଦାନ କେନ୍ଦ୍ରରେ ଭୋଟ୍ ଦେଇଛନ୍ତି। ସେ ସାଧାରଣ ଭୋଟରଙ୍କ ପରି ଧାଡିରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା।
Views: 59

ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...