The Ultimate Managed Hosting Platform
ADVERTISEMENT

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Facebook
Twitter
LinkedIn

ମୋହନା : ଅଗ୍ନିକାଣ୍ଡରେ ଜଳିଗଲା ଆଠ ବଖରା ଘର। ଗଜପତି ଜ଼ିଲ୍ଲା ମୋହନା ଥାନା ଅନ୍ତର୍ଗତ ବେତିଙ୍ଗ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘାଟି ତିନୋଟି ପରିବାରର ଆଠ ବଖରା ଘର ଭଶ୍ମିଭୂତ ହୋଇଯାଇଛି।ଅଗ୍ନିକାଣ୍ଡରେ ରମେଶ ମଳିକ, ସଞ୍ଜୟ ମଳିକ ଏବଂ ହରିକୃଷ୍ଣ ମଳିକଙ୍କ ବ୍ୟାପକ ସମ୍ପତ୍ତି ନଷ୍ଟ ହୋଇଛି । ସଞ୍ଜୟ ମଳିକଙ୍କ ୬ ଟି କୁକୁଡ଼ା ମରିଯାଇଥିବା ବେଳେ ହରିକୃଷ୍ଣ ମଳିକ ଘରେ ରଖିଥିବା ୫୦ ହଜାର ଟଙ୍କା ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ମୋହନା ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେଵେ ପ୍ରାଥମିକ ତଦନ୍ତରୁ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login