The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭୟଙ୍କର ରୂପ ନେଇପାରେ ସମ୍ଭାବ୍ୟ ବାତ୍ୟା :ଆଇଏମଡି ଡିଜି

Facebook
Twitter
LinkedIn

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତାକାଲି ଏହା ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ୧୦ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଏହାପରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ୧୨ରେ ଭୟଙ୍କର ରୂପ ନେଇ ବାଂଲାଦେଶ ଓ ମିଆଁମାର ମୁହାଁ ହୋଇପାରେ ସମ୍ଭାବ୍ୟ ବାତ୍ୟା । ଏ ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇପାରେ। ପ୍ରଭାବରେ ଆଜିଠୁ ଆଣ୍ଡାମାନ ନିକୋବରରେ ବର୍ଷା ଆରମ୍ଭ ହେବ। କାଲିଠୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୧୦ତାରିଖରେ ବର୍ଷା ପବନ ବଢିବ। ଏହାର ପ୍ରଭାବରେ ୧୨ତାରିଖ ପର୍ୟ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର, ଆଣ୍ଡାମାନ ସାଗରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login