The Ultimate Managed Hosting Platform
ADVERTISEMENT

ମଝି ଆକାଶରେ ନୈାସେନାର ୨ଟି ହେଲିକପ୍ଟର ଧକ୍କା

Facebook
Twitter
LinkedIn

ପେରାକ: ମାଲେସିଆ ନୌସେନାର ୨ଟି ହେଲିକପ୍ଟର ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରୟାଲ ମାଲେସିଆନ୍ ନାଭାଲ ପରେଡ୍ ପାଇଁ ପେରାକର ଲୁମୁଟ୍ ନୌସେନା ଘାଟିରେ ସାମରିକ ଅଭ୍ୟାସ ଚାଲିଥିବାବେଳେ ମଙ୍ଗଳବାର ସକାଳ ଏହି ଦୁର୍ଘଟଣା ଘଟିଛି ବୋଲି ନୌସେନା ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଧକ୍କା ପରେ ଗୋଟିଏ ହେଲିକପ୍ଟର ନୌସେନା ଘାଟିର ଟ୍ରାକ୍ରେ ଖସିପଡ଼ିଥିବାବେଳେ ଅନ୍ୟଟି ଏକ ସୁଇମିଂ ପୁଲ୍ରେ ଖସିପଡ଼ିଥିଲା। ଦୁଇଟି ଯାକ ହେଲିକପ୍ଟରରେ ମୋଟ ୧୦ ଜଣ ଯବାନ ରହିଥିଲେ। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ହିଁ ସମସ୍ତଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login