The Ultimate Managed Hosting Platform
ADVERTISEMENT

ମଣିପୁର ହିଂସା ନେଇ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ନୂଆଦିଲ୍ଲୀ : ମଣିପୁର ଭାଇରାଲ ଭିଡିଓ ଘଟଣାକୁ ନେଇ ଥମୁନି ହିଂସା । ଆଜି ବି ମଣିପୁରର ବିଭିନ୍ନ ସ୍ଥାନରେ ହିଂସା ଜାରି ରହିଛି । ବିଭିନ୍ନ ସଂଗଠନ ପକ୍ଷରୁ ପ୍ରତିବାଦ ଜାରି ରହିଛି । ହିଂସାକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି । ପ୍ରତିବାଦକାରୀଙ୍କ ରୋକିବା ପାଇଁ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଛି ପୋଲିସ । ଅନ୍ୟପଟେ ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ମଣିପୁର ପୋଲିସ ଗିରଫ କରିଛି । ତେବେ ଏହି ମାମଲା ଏବେ ନୂଆ ମୋଡ ନେଇଛି । ମାମଲାରେ ହସ୍ତକ୍ଷେପ କରିବାକୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଛନ୍ତି । ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି । ଏଥିସହ ହେମନ୍ତ ଚିଠିରେ ଲେଖିଛନ୍ତି, ମଣିପୁରରେ ଆଦିବାସୀ ମହିଳାଙ୍କ ଉପରେ ଏଭଳି ବର୍ବୋରଚିତ କାଣ୍ଡ ଘଟାଇବା ପାଇଁ, ଦେଶ ଛାଡି ଦେବ ନାହିଁ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

ADVERTISEMENT
ବିଧାନସଭାରେ ଅପପୁଷ୍ଟି ପ୍ରସଙ୍ଗ

୪୬ IAS , ୬୭ IPS ପଦବୀ ଖାଲି

ଭୁବନେଶ୍ୱର : ରାଜ୍ୟରେ ଆଇପିଏସ, ଆଇଏଏସ, ଆଇଏଫଏସ ପଦବୀ ଖାଲି ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୋହନ ମାଝୀ । ୪୬...

ବାଂଲାଦେଶୀ ଚିହ୍ନଟ ପାଇଁ ସ୍ୱତନ୍ତ୍ର କମିଟି

ବାଂଲାଦେଶୀ ଚିହ୍ନଟ ପାଇଁ ସ୍ୱତନ୍ତ୍ର କମିଟି

ଭୁବନେଶ୍ୱର : ବାଂଲାଦେଶୀଙ୍କୁ ଚିହ୍ନଟ , ଅଟକ ଓ ତଡିପାର ପାଇଁ ସ୍ୱତନ୍ତ୍ର କାର୍ଯ୍ୟନିର୍ବାହୀ କମିଟି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...

Login